Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 9

ଗୀତସଂହିତା 9:1-6

Help us?
Click on verse(s) to share them!
1ପ୍ରଧାନ ବାଦ୍ୟକର ନିମନ୍ତେ, ମୂତ୍‍-ଲବ୍ବନ୍‍ ସ୍ୱରରେ ଦାଉଦଙ୍କର ଗୀତ। ମୁଁ ସର୍ବାନ୍ତଃକରଣରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୁଁ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରିବି।
2ମୁଁ ତୁମ୍ଭଠାରେ ଆନନ୍ଦ ଓ ଉଲ୍ଲାସ କରିବି; ହେ ସର୍ବୋପରିସ୍ଥ, ମୁଁ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
3ମୋହର ଶତ୍ରୁମାନେ ଫେରିଯିବା ବେଳେ ତୁମ୍ଭ ସାକ୍ଷାତରେ ଝୁଣ୍ଟି ପଡ଼ି ବିନଷ୍ଟ ହୁଅନ୍ତି।
4କାରଣ ତୁମ୍ଭେ ମୋହର ବିଚାର ଓ ବିବାଦ ନିଷ୍ପନ୍ନ କରିଅଛ; ତୁମ୍ଭେ ସିଂହାସନରେ ବସି ଧର୍ମବିଚାର କରିଅଛ।
5ତୁମ୍ଭେ ଗୋଷ୍ଠୀୟମାନଙ୍କୁ ଅନୁଯୋଗ କରିଅଛ, ତୁମ୍ଭେ ତୁମ୍ଭ ଦୁଷ୍ଟମାନଙ୍କୁ ସଂହାର କରିଅଛ, ତୁମ୍ଭେ ଅନନ୍ତକାଳ ନିମନ୍ତେ ସେମାନଙ୍କ ନାମ ଲିଭାଇ ଦେଇଅଛ।
6ଶତ୍ରୁମାନେ ଅଦୃଶ୍ୟ ହୋଇଅଛନ୍ତି, ସେମାନେ ସଦାକାଳ ଉଚ୍ଛିନ୍ନ ହୋଇଅଛନ୍ତି; ତୁମ୍ଭେ ନଗରମାନଙ୍କୁ ଉତ୍ପାଟନ କରିଅଛ, ସେମାନଙ୍କର ସ୍ମରଣ ସୁଦ୍ଧା ଲୁପ୍ତ ହୋଇଅଛି।

Read ଗୀତସଂହିତା 9ଗୀତସଂହିତା 9
Compare ଗୀତସଂହିତା 9:1-6ଗୀତସଂହିତା 9:1-6