Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 9

ଗୀତସଂହିତା 9:13-14

Help us?
Click on verse(s) to share them!
13ହେ ସଦାପ୍ରଭୁ, ହେ ମୃତ୍ୟୁୁଦ୍ୱାରରୁ ମୋହର ଉଠାଇବା କର୍ତ୍ତା, ମୋ’ ପ୍ରତି ଦୟା କର; ମୁଁ ଘୃଣାକାରୀମାନଙ୍କଠାରୁ ଯେଉଁ କ୍ଳେଶ ଭୋଗ କରେ, ତହିଁ ପ୍ରତି ଦୃଷ୍ଟି କର।
14ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି। ସିୟୋନ-କନ୍ୟାର ନଗର-ଦ୍ୱାରରେ ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି।

Read ଗୀତସଂହିତା 9ଗୀତସଂହିତା 9
Compare ଗୀତସଂହିତା 9:13-14ଗୀତସଂହିତା 9:13-14