Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 9

ଗୀତସଂହିତା 9:14-15

Help us?
Click on verse(s) to share them!
14ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି। ସିୟୋନ-କନ୍ୟାର ନଗର-ଦ୍ୱାରରେ ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି।
15ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ ମଗ୍ନ ହୋଇଅଛନ୍ତି; ସେମାନେ ଗୋପନରେ ଯେଉଁ ଜାଲ ପାତିଥିଲେ, ତହିଁରେ ସେମାନଙ୍କ ନିଜ ପାଦ ଧରା ଯାଇଅଛି।

Read ଗୀତସଂହିତା 9ଗୀତସଂହିତା 9
Compare ଗୀତସଂହିତା 9:14-15ଗୀତସଂହିତା 9:14-15