Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 9

ଗୀତସଂହିତା 9:3-5

Help us?
Click on verse(s) to share them!
3ମୋହର ଶତ୍ରୁମାନେ ଫେରିଯିବା ବେଳେ ତୁମ୍ଭ ସାକ୍ଷାତରେ ଝୁଣ୍ଟି ପଡ଼ି ବିନଷ୍ଟ ହୁଅନ୍ତି।
4କାରଣ ତୁମ୍ଭେ ମୋହର ବିଚାର ଓ ବିବାଦ ନିଷ୍ପନ୍ନ କରିଅଛ; ତୁମ୍ଭେ ସିଂହାସନରେ ବସି ଧର୍ମବିଚାର କରିଅଛ।
5ତୁମ୍ଭେ ଗୋଷ୍ଠୀୟମାନଙ୍କୁ ଅନୁଯୋଗ କରିଅଛ, ତୁମ୍ଭେ ତୁମ୍ଭ ଦୁଷ୍ଟମାନଙ୍କୁ ସଂହାର କରିଅଛ, ତୁମ୍ଭେ ଅନନ୍ତକାଳ ନିମନ୍ତେ ସେମାନଙ୍କ ନାମ ଲିଭାଇ ଦେଇଅଛ।

Read ଗୀତସଂହିତା 9ଗୀତସଂହିତା 9
Compare ଗୀତସଂହିତା 9:3-5ଗୀତସଂହିତା 9:3-5