Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 9

ଗୀତସଂହିତା 9:5-7

Help us?
Click on verse(s) to share them!
5ତୁମ୍ଭେ ଗୋଷ୍ଠୀୟମାନଙ୍କୁ ଅନୁଯୋଗ କରିଅଛ, ତୁମ୍ଭେ ତୁମ୍ଭ ଦୁଷ୍ଟମାନଙ୍କୁ ସଂହାର କରିଅଛ, ତୁମ୍ଭେ ଅନନ୍ତକାଳ ନିମନ୍ତେ ସେମାନଙ୍କ ନାମ ଲିଭାଇ ଦେଇଅଛ।
6ଶତ୍ରୁମାନେ ଅଦୃଶ୍ୟ ହୋଇଅଛନ୍ତି, ସେମାନେ ସଦାକାଳ ଉଚ୍ଛିନ୍ନ ହୋଇଅଛନ୍ତି; ତୁମ୍ଭେ ନଗରମାନଙ୍କୁ ଉତ୍ପାଟନ କରିଅଛ, ସେମାନଙ୍କର ସ୍ମରଣ ସୁଦ୍ଧା ଲୁପ୍ତ ହୋଇଅଛି।
7ମାତ୍ର ସଦାପ୍ରଭୁ ଅନନ୍ତକାଳ ରାଜା ରୂପେ ଉପବିଷ୍ଟ; ସେ ବିଚାରାର୍ଥେ ଆପଣା ସିଂହାସନ ପ୍ରସ୍ତୁତ କରିଅଛନ୍ତି।

Read ଗୀତସଂହିତା 9ଗୀତସଂହିତା 9
Compare ଗୀତସଂହିତା 9:5-7ଗୀତସଂହିତା 9:5-7