Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 9

ଗୀତସଂହିତା 9:7-9

Help us?
Click on verse(s) to share them!
7ମାତ୍ର ସଦାପ୍ରଭୁ ଅନନ୍ତକାଳ ରାଜା ରୂପେ ଉପବିଷ୍ଟ; ସେ ବିଚାରାର୍ଥେ ଆପଣା ସିଂହାସନ ପ୍ରସ୍ତୁତ କରିଅଛନ୍ତି।
8ପୁଣି, ସେ ଧର୍ମରେ ଜଗତକୁ ବିଚାର କରିବେ, ସେ ନ୍ୟାୟରେ ଗୋଷ୍ଟୀୟମାନଙ୍କର ବିଚାର ସାଧନ କରିବେ।
9ମଧ୍ୟ ସଦାପ୍ରଭୁ ଉପଦ୍ରବଗ୍ରସ୍ତମାନଙ୍କ ନିମନ୍ତେ ଉଚ୍ଚ ଦୁର୍ଗ ହେବେ। ସଙ୍କଟ ସମୟରେ ଉଚ୍ଚ ଦୁର୍ଗ ହେବେ;

Read ଗୀତସଂହିତା 9ଗୀତସଂହିତା 9
Compare ଗୀତସଂହିତା 9:7-9ଗୀତସଂହିତା 9:7-9