Text copied!
Bibles in Odia

ଗୀତସଂହିତା 9:9-10 in Odia

Help us?

ଗୀତସଂହିତା 9:9-10 in ଓଡିଆ ବାଇବେଲ

9 ମଧ୍ୟ ସଦାପ୍ରଭୁ ଉପଦ୍ରବଗ୍ରସ୍ତମାନଙ୍କ ନିମନ୍ତେ ଉଚ୍ଚ ଦୁର୍ଗ ହେବେ। ସଙ୍କଟ ସମୟରେ ଉଚ୍ଚ ଦୁର୍ଗ ହେବେ;
10 ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ୱାସ କରିବେ; କାରଣ ହେ ସଦାପ୍ରଭୁ, ତୁମ୍ଭେ ଆପଣା ଅନ୍ୱେଷଣକାରୀମାନଙ୍କୁ ପରିତ୍ୟାଗ କରି ନାହଁ।
ଗୀତସଂହିତା 9 in ଓଡିଆ ବାଇବେଲ