Text copied!
CopyCompare
ଓଡିଆ ବାଇବେଲ - ଦ୍ୱିତୀୟ ରାଜାବଳୀ - ଦ୍ୱିତୀୟ ରାଜାବଳୀ 20

ଦ୍ୱିତୀୟ ରାଜାବଳୀ 20:2-4

Help us?
Click on verse(s) to share them!
2ଏଥିରେ ସେ କାନ୍ଥ ଆଡ଼େ ମୁଖ ଫେରାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ,
3“ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ ହିଜକୀୟ ଅତିଶୟ ରୋଦନ କଲେ।
4ଏଥିଉତ୍ତାରେ ଯିଶାଇୟ ନଗରର ମଧ୍ୟଭାଗକୁ ବାହାରି ଯିବା ପୂର୍ବେ ତାଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା,

Read ଦ୍ୱିତୀୟ ରାଜାବଳୀ 20ଦ୍ୱିତୀୟ ରାଜାବଳୀ 20
Compare ଦ୍ୱିତୀୟ ରାଜାବଳୀ 20:2-4ଦ୍ୱିତୀୟ ରାଜାବଳୀ 20:2-4