Text copied!
Bibles in Odia

ଦ୍ୱିତୀୟ ରାଜାବଳୀ 20:2-4 in Odia

Help us?

ଦ୍ୱିତୀୟ ରାଜାବଳୀ 20:2-4 in ଓଡିଆ ବାଇବେଲ

2 ଏଥିରେ ସେ କାନ୍ଥ ଆଡ଼େ ମୁଖ ଫେରାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ,
3 “ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ ହିଜକୀୟ ଅତିଶୟ ରୋଦନ କଲେ।
4 ଏଥିଉତ୍ତାରେ ଯିଶାଇୟ ନଗରର ମଧ୍ୟଭାଗକୁ ବାହାରି ଯିବା ପୂର୍ବେ ତାଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା,
ଦ୍ୱିତୀୟ ରାଜାବଳୀ 20 in ଓଡିଆ ବାଇବେଲ