Text copied!
CopyCompare
ଓଡିଆ ବାଇବେଲ - ପରମ ଗୀତ - ପରମ ଗୀତ 1

ପରମ ଗୀତ 1:10-13

Help us?
Click on verse(s) to share them!
10ତୁମ୍ଭର ଗାଲ ଅଳଙ୍କାରରେ ସଜ୍ଜିତ, ତୁମ୍ଭ ଗଳଦେଶ ରତ୍ନହାରରେ ସୁଶୋଭିତ।
11ଆମ୍ଭେ ତୁମ୍ଭ ପାଇଁ ରୂପା ଭୁଣ୍ଡିଲଗା ସୁବର୍ଣ୍ଣ ବେଣୀ ପ୍ରସ୍ତୁତ କରିବା।
12ରାଜା ଭୋଜନାସନରେ ଉପବିଷ୍ଟ ଥିବା ବେଳେ ମୋ’ ସୁଗନ୍ଧିର ସୁବାସ ବ୍ୟାପ୍ତ ହେଲା।
13ମୋହର ପ୍ରିୟତମ ମୋ’ ବକ୍ଷସ୍ଥଳ ମଧ୍ୟରେ ଥିବା ଗନ୍ଧରସ ବୃକ୍ଷର ଥୋପା ତୁଲ୍ୟ ମୋ’ ପ୍ରତି ଅଟନ୍ତି।

Read ପରମ ଗୀତ 1ପରମ ଗୀତ 1
Compare ପରମ ଗୀତ 1:10-13ପରମ ଗୀତ 1:10-13