Text copied!
CopyCompare
ଓଡିଆ ବାଇବେଲ - ପରମ ଗୀତ - ପରମ ଗୀତ 1

ପରମ ଗୀତ 1:13-15

Help us?
Click on verse(s) to share them!
13ମୋହର ପ୍ରିୟତମ ମୋ’ ବକ୍ଷସ୍ଥଳ ମଧ୍ୟରେ ଥିବା ଗନ୍ଧରସ ବୃକ୍ଷର ଥୋପା ତୁଲ୍ୟ ମୋ’ ପ୍ରତି ଅଟନ୍ତି।
14ମୋ’ ପ୍ରିୟତମ ମୋ’ ପ୍ରତି ଐନଗଦୀର ଦ୍ରାକ୍ଷାକ୍ଷେତ୍ରସ୍ଥ ମେହେନ୍ଦି ପୁଷ୍ପ ଗୁଚ୍ଛ ତୁଲ୍ୟ ଅଟନ୍ତି।
15ହେ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ, ଦେଖ, ତୁମ୍ଭେ ସୁନ୍ଦରୀ ଅଟ; ତୁମ୍ଭର ଚକ୍ଷୁ କପୋତ ତୁଲ୍ୟ।

Read ପରମ ଗୀତ 1ପରମ ଗୀତ 1
Compare ପରମ ଗୀତ 1:13-15ପରମ ଗୀତ 1:13-15