Text copied!
Bibles in Odia

ପରମ ଗୀତ 1:14-16 in Odia

Help us?

ପରମ ଗୀତ 1:14-16 in ଓଡିଆ ବାଇବେଲ

14 ମୋ’ ପ୍ରିୟତମ ମୋ’ ପ୍ରତି ଐନଗଦୀର ଦ୍ରାକ୍ଷାକ୍ଷେତ୍ରସ୍ଥ ମେହେନ୍ଦି ପୁଷ୍ପ ଗୁଚ୍ଛ ତୁଲ୍ୟ ଅଟନ୍ତି।
15 ହେ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ, ଦେଖ, ତୁମ୍ଭେ ସୁନ୍ଦରୀ ଅଟ; ତୁମ୍ଭର ଚକ୍ଷୁ କପୋତ ତୁଲ୍ୟ।
16 ଦେଖ, ହେ ମୋହର ପ୍ରିୟତମ, ତୁମ୍ଭେ ସୁନ୍ଦର, ହଁ, ତୁମ୍ଭେ ମନୋହର; ଆହୁରି, ଆମ୍ଭମାନଙ୍କ ଶଯ୍ୟା ହରିଦ୍‍ବର୍ଣ୍ଣ ଅଟେ।
ପରମ ଗୀତ 1 in ଓଡିଆ ବାଇବେଲ