Text copied!
CopyCompare
ଓଡିଆ ବାଇବେଲ - ପରମ ଗୀତ - ପରମ ଗୀତ 1

ପରମ ଗୀତ 1:7

Help us?
Click on verse(s) to share them!
7ହେ ମୋ’ ପ୍ରାଣର ପ୍ରିୟତମ, ତୁମ୍ଭେ କେଉଁଠାରେ ଆପଣା ପଲ ଚରାଉଅଛ, ମଧ୍ୟାହ୍ନ କାଳେ ଯେଉଁଠାରେ ଶୟନ କରାଉଅଛ, ତାହା ମୋତେ ଜଣାଅ; କାରଣ ତୁମ୍ଭ ସଖାଗଣର ପଲ ନିକଟରେ ମୁଁ କାହିଁକି ଆବରକ ବସ୍ତ୍ର ପରିଧାନକାରିଣୀ ତୁଲ୍ୟ ହେବି ?

Read ପରମ ଗୀତ 1ପରମ ଗୀତ 1
Compare ପରମ ଗୀତ 1:7ପରମ ଗୀତ 1:7