Text copied!
Bibles in Odia

ପରମ ଗୀତ 1:8-9 in Odia

Help us?

ପରମ ଗୀତ 1:8-9 in ଓଡିଆ ବାଇବେଲ

8 ହେ ନାରୀଗଣ ମଧ୍ୟରେ ପରମ ସୁନ୍ଦରୀ, ଯଦି ତୁମ୍ଭେ ନ ଜାଣ, ତେବେ ତୁମ୍ଭେ ପଲର ପଦଚିହ୍ନ ଧରି ଗମନ କର ଓ ମେଷପାଳକମାନଙ୍କ ତମ୍ବୁ ନିକଟରେ ଆପଣା ଛେଳିଛୁଆମାନଙ୍କୁ ଚରାଅ।
9 ହେ ମୋହର ପ୍ରିୟେ, ମୁଁ ଫାରୋର ରଥର ଅଶ୍ୱିନୀ ସଙ୍ଗେ ତୁମ୍ଭର ଉପମା ଦେଇଅଛି।
ପରମ ଗୀତ 1 in ଓଡିଆ ବାଇବେଲ