Text copied!
CopyCompare
ଓଡିଆ ବାଇବେଲ - ପରମ ଗୀତ - ପରମ ଗୀତ 1

ପରମ ଗୀତ 1:9-10

Help us?
Click on verse(s) to share them!
9ହେ ମୋହର ପ୍ରିୟେ, ମୁଁ ଫାରୋର ରଥର ଅଶ୍ୱିନୀ ସଙ୍ଗେ ତୁମ୍ଭର ଉପମା ଦେଇଅଛି।
10ତୁମ୍ଭର ଗାଲ ଅଳଙ୍କାରରେ ସଜ୍ଜିତ, ତୁମ୍ଭ ଗଳଦେଶ ରତ୍ନହାରରେ ସୁଶୋଭିତ।

Read ପରମ ଗୀତ 1ପରମ ଗୀତ 1
Compare ପରମ ଗୀତ 1:9-10ପରମ ଗୀତ 1:9-10