Text copied!
Bibles in Odia

ପରମ ଗୀତ 2:1-4 in Odia

Help us?

ପରମ ଗୀତ 2:1-4 in ଓଡିଆ ବାଇବେଲ

1 ମୁଁ ଶାରୋଣର ଗୋଲାପ ଏବଂ ଉପତ୍ୟକାର କଇଁଫୁଲ ଅଟେ।
2 ଯେପରି କଣ୍ଟକ ମଧ୍ୟରେ କଇଁଫୁଲ, ସେହିପରି ଯୁବତୀଗଣ ମଧ୍ୟରେ ମୋହର ପ୍ରିୟା।
3 ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ, ସେପରି ଯୁବାମାନଙ୍କ ମଧ୍ୟରେ ମୋହର ପ୍ରିୟତମ। ମୁଁ ପରମ ଆନନ୍ଦରେ ତାଙ୍କ ଛାୟା ତଳେ ବସିଲି ଓ ତାଙ୍କ ଫଳ ମୋ’ ତୁଣ୍ଡକୁ ସ୍ୱାଦ ଲାଗିଲା।
4 ସେ ଆପଣା ଭୋଜନପାନର ଗୃହକୁ ମୋତେ ଆଣିଲେ, ମୋ’ ଉପରେ ପ୍ରେମ ହିଁ ତାଙ୍କର ପତାକା ହେଲା।
ପରମ ଗୀତ 2 in ଓଡିଆ ବାଇବେଲ