Text copied!
CopyCompare
ଓଡିଆ ବାଇବେଲ - ପରମ ଗୀତ - ପରମ ଗୀତ 2

ପରମ ଗୀତ 2:14-17

Help us?
Click on verse(s) to share them!
14ହେ ମୋହର କପୋତୀ, ତୁମ୍ଭେ ଶୈଳର ଫାଟରେ ଗଡ଼ନ୍ତି ସ୍ଥାନର ଅନ୍ତରାଳରେ ଅଛ, ମୋତେ ତୁମ୍ଭ ରୂପ ଦେଖିବାକୁ ଦିଅ, ମୋତେ ତୁମ୍ଭ ରବ ଶୁଣିବାକୁ ଦିଅ; କାରଣ ତୁମ୍ଭ ରବ ସୁମିଷ୍ଟ ଓ ତୁମ୍ଭ ରୂପ ମନୋହର।
15ଆମ୍ଭମାନଙ୍କ ପାଇଁ ଦ୍ରାକ୍ଷାକ୍ଷେତ୍ରନାଶକ ଶୃଗାଳମାନଙ୍କୁ, କ୍ଷୁଦ୍ର ଶୃଗାଳମାନଙ୍କୁ ଧର; କାରଣ ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ପୁଷ୍ପିତ ହୋଇଅଛି।”
16ମୋ’ ପ୍ରିୟତମ ମୋହର ଓ ମୁଁ ତାଙ୍କର ଅଟେ; ସେ କଇଁଫୁଲବନ ମଧ୍ୟରେ ଆପଣା ପଲ ଚରାଉଅଛନ୍ତି।
17ହେ ମୋହର ପ୍ରିୟତମ, ଦିବସ ଶୀତଳ ହେବା ଓ ଛାୟା ବହିଯିବା ପର୍ଯ୍ୟନ୍ତ ତୁମ୍ଭେ ଫେରି ଆସି ବେଥର ପର୍ବତଶ୍ରେଣୀସ୍ଥ ହରିଣ ଓ ମୃଗଶାବକ ତୁଲ୍ୟ ହୁଅ।

Read ପରମ ଗୀତ 2ପରମ ଗୀତ 2
Compare ପରମ ଗୀତ 2:14-17ପରମ ଗୀତ 2:14-17