Text copied!
Bibles in Odia

ପରମ ଗୀତ 3:6-9 in Odia

Help us?

ପରମ ଗୀତ 3:6-9 in ଓଡିଆ ବାଇବେଲ

6 ଗନ୍ଧରସ ଓ କୁନ୍ଦୁରୁରେ, ଗନ୍ଧବଣିକର ସର୍ବପ୍ରକାର ସୁଗନ୍ଧି ଚୂର୍ଣ୍ଣରେ ସୁବାସିତ ହୋଇ ଧୂମସ୍ତମ୍ଭ ତୁଲ୍ୟ ପ୍ରାନ୍ତରରୁ ଯେ ଆସୁଅଛନ୍ତି, ସେ କିଏ ?
7 ଦେଖ, ତାହା ଶଲୋମନଙ୍କର ବିଶ୍ରାମର ଆସନ; ତହିଁ ଚତୁର୍ଦ୍ଦିଗରେ ଇସ୍ରାଏଲୀୟ ବୀରଗଣ ମଧ୍ୟରୁ ଷାଠିଏ ଜଣ ବୀର ଅଛନ୍ତି।
8 ସେମାନେ ସମସ୍ତେ ଖଡ୍ଗଧାରୀ ଓ ଯୁଦ୍ଧରେ ନିପୁଣ; ରାତ୍ରିକାଳର ଆଶଙ୍କା ହେତୁ ପ୍ରତ୍ୟେକର କଟିଦେଶରେ ସ୍ୱ ସ୍ୱ ଖଡ୍ଗ ବନ୍ଧା ଥାଏ।
9 ଶଲୋମନ ରାଜା ଆପଣା ପାଇଁ ଲିବାନୋନର କାଷ୍ଠର ଏକ ପାଲିଙ୍କି ନିର୍ମାଣ କଲେ।
ପରମ ଗୀତ 3 in ଓଡିଆ ବାଇବେଲ