Text copied!
Bibles in Odia

ପରମ ଗୀତ 4:13-14 in Odia

Help us?

ପରମ ଗୀତ 4:13-14 in ଓଡିଆ ବାଇବେଲ

13 ତୁମ୍ଭର ପଲ୍ଲବ ବହୁମୂଲ୍ୟ ଫଳବିଶିଷ୍ଟ ଡାଳିମ୍ବ ଉପବନ; ମେହେନ୍ଦି, ସୁଗନ୍ଧି ବୃକ୍ଷର ଚାରାବିଶିଷ୍ଟ,
14 ଜଟାମାଂସୀ ଓ କୁଙ୍କୁମ, ବଚ ଓ ଦାରୁଚିନି, ସର୍ବପ୍ରକାର କୁନ୍ଦୁରୁ ବୃକ୍ଷବିଶିଷ୍ଟ ଗନ୍ଧରସ ଓ ଅଗୁରୁ, ସର୍ବପ୍ରକାର ପ୍ରଧାନ ପ୍ରଧାନ ସୁଗନ୍ଧି ବୃକ୍ଷବିଶିଷ୍ଟ।
ପରମ ଗୀତ 4 in ଓଡିଆ ବାଇବେଲ