Text copied!
CopyCompare
ଓଡିଆ ବାଇବେଲ - ପରମ ଗୀତ - ପରମ ଗୀତ 4

ପରମ ଗୀତ 4:5-9

Help us?
Click on verse(s) to share them!
5କଇଁଫୁଲବନରେ ଚରିବାର ଯାଆଁଳା ହରିଣ ଛୁଆ ତୁଲ୍ୟ ତୁମ୍ଭର ସ୍ତନଯୁଗଳ।
6ଦିବସ ଶୀତଳ ହେବା ଓ ଛାୟା ବହିଯିବା ପର୍ଯ୍ୟନ୍ତ ମୁଁ ଗନ୍ଧରସ-ପର୍ବତ ଓ କୁନ୍ଦୁରୁ-ଉପପର୍ବତକୁ ଯିବି।
7ହେ ମୋହର ପ୍ରିୟେ, ତୁମ୍ଭେ ସର୍ବାଙ୍ଗ ସୁନ୍ଦରୀ; ତୁମ୍ଭଠାରେ କୌଣସି ଖୁଣ ନାହିଁ।
8ହେ ମୋହର କନ୍ୟେ, ମୋ’ ସଙ୍ଗେ ଲିବାନୋନରୁ, ମୋ’ ସଙ୍ଗେ ଲିବାନୋନରୁ ଆସ; ଅମାନାର ଶୃଙ୍ଗରୁ, ସନୀର୍‍ ଓ ହର୍ମୋଣର ଶୃଙ୍ଗରୁ, ସିଂହମାନଙ୍କ ଗହ୍ୱରରୁ, ଚିତାବାଘମାନଙ୍କ ପର୍ବତରୁ ତଳକୁ ଆସ।
9ହେ ମୋହର ପ୍ରିୟେ, ହେ ମୋହର କନ୍ୟା, ତୁମ୍ଭେ ମୋହର ଚିତ୍ତ ହରଣ କରିଅଛ; ତୁମ୍ଭେ ଆପଣାର ଏକ ଦୃଷ୍ଟିରେ, ଆପଣା ଗଳାର ଏକ ହାରରେ ମୋହର ଚିତ୍ତ ହରଣ କରିଅଛ।

Read ପରମ ଗୀତ 4ପରମ ଗୀତ 4
Compare ପରମ ଗୀତ 4:5-9ପରମ ଗୀତ 4:5-9