Text copied!
CopyCompare
ଓଡିଆ ବାଇବେଲ - ପରମ ଗୀତ - ପରମ ଗୀତ 5

ପରମ ଗୀତ 5:15-16

Help us?
Click on verse(s) to share them!
15ତାଙ୍କ ଗୋଡ଼ ଦୁଇଟି ଶୁଦ୍ଧ ସୁବର୍ଣ୍ଣ ଚୁଙ୍ଗୀରେ ସ୍ଥାପିତ ମର୍ମର ପ୍ରସ୍ତରର ସ୍ତମ୍ଭ ତୁଲ୍ୟ; ତାଙ୍କର ଦୃଶ୍ୟ ଲିବାନୋନ ସଦୃଶ, ଏରସ ବୃକ୍ଷ ତୁଲ୍ୟ ଉତ୍କୃଷ୍ଟ।
16ତାଙ୍କ ମୁଖ ଅତ୍ୟନ୍ତ ସୁମିଷ୍ଟ; ହଁ, ସେ ସର୍ବତୋଭାବେ ମନୋହର। ହେ ଯିରୂଶାଲମର କନ୍ୟାଗଣ, ଏହି ମୋହର ପ୍ରିୟତମ, ଏହି ମୋହର ସଖା।

Read ପରମ ଗୀତ 5ପରମ ଗୀତ 5
Compare ପରମ ଗୀତ 5:15-16ପରମ ଗୀତ 5:15-16