Text copied!
CopyCompare
ଓଡିଆ ବାଇବେଲ - ପରମ ଗୀତ - ପରମ ଗୀତ 5

ପରମ ଗୀତ 5:3-4

Help us?
Click on verse(s) to share them!
3ମୁଁ ଆପଣା ଜାମା କାଢ଼ି ପକାଇଅଛି, କିପରି ପୁନର୍ବାର ତାହା ପିନ୍ଧିବି ? ମୁଁ ଆପଣା ପାଦ ଧୋଇଅଛି; କିପରି ପୁନର୍ବାର ତାହା ମଳିନ କରିବି ?
4ମୋ’ ପ୍ରିୟତମ ଦ୍ୱାରର ଛିଦ୍ରରେ ଆପଣା ହସ୍ତ ଥୋଇଲେ, ତହିଁରେ ମୋହର ହୃଦୟ ତାଙ୍କ ପାଇଁ ଉତ୍ତେଜିତ ହେଲା।

Read ପରମ ଗୀତ 5ପରମ ଗୀତ 5
Compare ପରମ ଗୀତ 5:3-4ପରମ ଗୀତ 5:3-4