Text copied!
Bibles in Odia

ପରମ ଗୀତ 5:9-12 in Odia

Help us?

ପରମ ଗୀତ 5:9-12 in ଓଡିଆ ବାଇବେଲ

9 ହେ ନାରୀଗଣ ମଧ୍ୟରେ ପରମା ସୁନ୍ଦରୀ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ ? ତୁମ୍ଭେ ଯେ ଆମ୍ଭମାନଙ୍କୁ ଶପଥ ଦେଉଅଛ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ ?
10 ମୋହର ପ୍ରିୟତମ ଶ୍ଵେତ ଓ ରକ୍ତବର୍ଣ୍ଣ, ଦଶ ସହସ୍ର ମଧ୍ୟରେ ପ୍ରଧାନ।
11 ତାଙ୍କର ମସ୍ତକ ଶୁଦ୍ଧ ସୁବର୍ଣ୍ଣ ତୁଲ୍ୟ, ତାଙ୍କର କେଶ କୁଞ୍ଚିତ ଓ ଡାମରା କାଉ ତୁଲ୍ୟ କୃଷ୍ଣବର୍ଣ୍ଣ।
12 ତାଙ୍କର ନେତ୍ରଯୁଗଳ ଜଳସ୍ରୋତ ନିକଟସ୍ଥ କପୋତ ତୁଲ୍ୟ; ଦୁଗ୍ଧରେ ଧୌତ ଓ ଯଥା ସ୍ଥାନରେ ସ୍ଥାପିତ।
ପରମ ଗୀତ 5 in ଓଡିଆ ବାଇବେଲ