Text copied!
CopyCompare
ଓଡିଆ ବାଇବେଲ - ପରମ ଗୀତ - ପରମ ଗୀତ 6

ପରମ ଗୀତ 6:12-13

Help us?
Click on verse(s) to share them!
12ମୁଁ ଜ୍ଞାତ ହେବା ପୂର୍ବେ ମୋହର ପ୍ରାଣ ମୋ’ ରାଜକୀୟ ଲୋକମାନଙ୍କ ରଥ ମଧ୍ୟରେ ମୋତେ ରଖିଲା।
13ହେ ଶୂଲମିୟେ, ଫେର, ଫେର; ଆମ୍ଭେମାନେ ତୁମ୍ଭକୁ ଦେଖିବା, ଫେର, ଫେର। ମହନୟିମସ୍ଥ ନୃତ୍ୟକୁ ଯେପରି, ସେପରି କାହିଁକି ତୁମ୍ଭେମାନେ ଶୂଲମିୟାକୁ ଅନାଇବ ?

Read ପରମ ଗୀତ 6ପରମ ଗୀତ 6
Compare ପରମ ଗୀତ 6:12-13ପରମ ଗୀତ 6:12-13