Text copied!
CopyCompare
ଓଡିଆ ବାଇବେଲ - ପରମ ଗୀତ - ପରମ ଗୀତ 6

ପରମ ଗୀତ 6:2-3

Help us?
Click on verse(s) to share them!
2ମୋହର ପ୍ରିୟତମ ଆପଣା ଉଦ୍ୟାନକୁ, ସୁଗନ୍ଧି ଲତାର କିଆରିକୁ, ଉଦ୍ୟାନସମୂହରେ (ପଲ) ଚରାଇବାକୁ ଓ କଇଁଫୁଲ ସଂଗ୍ରହ କରିବାକୁ ଯାଇଅଛନ୍ତି।
3ମୁଁ ଆପଣା ପ୍ରିୟତମଙ୍କର ଓ ମୋ’ ପ୍ରିୟତମ ମୋହର; ସେ କଇଁଫୁଲ ବନରେ ଆପଣା ପଲ ଚରାନ୍ତି।

Read ପରମ ଗୀତ 6ପରମ ଗୀତ 6
Compare ପରମ ଗୀତ 6:2-3ପରମ ଗୀତ 6:2-3