Text copied!
CopyCompare
ଓଡିଆ ବାଇବେଲ - ପରମ ଗୀତ - ପରମ ଗୀତ 6

ପରମ ଗୀତ 6:3-6

Help us?
Click on verse(s) to share them!
3ମୁଁ ଆପଣା ପ୍ରିୟତମଙ୍କର ଓ ମୋ’ ପ୍ରିୟତମ ମୋହର; ସେ କଇଁଫୁଲ ବନରେ ଆପଣା ପଲ ଚରାନ୍ତି।
4ହେ ମୋହର ପ୍ରିୟେ, ତୁମ୍ଭେ ତିର୍ସା ପରି ସୁନ୍ଦରୀ, ଯିରୂଶାଲମ ପରି ଶୋଭାବତୀ, ଧ୍ୱଜାଧାରୀ ସୈନ୍ୟ ପରି ଭୟଙ୍କରୀ।
5ତୁମ୍ଭେ ମୋ’ ଆଡ଼ୁ ଆପଣା ଆଖି ଫେରାଅ, କାରଣ ତଦ୍ଦ୍ୱାରା ମୁଁ ପରାସ୍ତ ହୋଇଅଛି। ତୁମ୍ଭର କେଶ ଗିଲୀୟଦ ପାର୍ଶ୍ୱରେ ଆରାମକାରୀ ଛେଳିପଲ ତୁଲ୍ୟ।
6ତୁମ୍ଭର ଦନ୍ତ-ପଂକ୍ତି ସ୍ନାନରୁ ଉତ୍‍ଥିତା ମେଷୀପଲ ତୁଲ୍ୟ; ସେମାନଙ୍କ ପ୍ରତ୍ୟେକର ଯାଆଁଳା ଛୁଆ ଅଛି, ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ।

Read ପରମ ଗୀତ 6ପରମ ଗୀତ 6
Compare ପରମ ଗୀତ 6:3-6ପରମ ଗୀତ 6:3-6