Text copied!
CopyCompare
ଓଡିଆ ବାଇବେଲ - ପରମ ଗୀତ - ପରମ ଗୀତ 7

ପରମ ଗୀତ 7:2-3

Help us?
Click on verse(s) to share them!
2ତୁମ୍ଭର ନାଭିଦେଶ ମିଶ୍ରିତ ଦ୍ରାକ୍ଷାରସ ଅଭାବ ନ ଥିବା ବର୍ତ୍ତୁଳ ତାଟିଆ ତୁଲ୍ୟ; ତୁମ୍ଭର ଉଦର କଇଁଫୁଲ-ମଣ୍ଡିତ ଗହମରାଶି ତୁଲ୍ୟ।
3ତୁମ୍ଭର ସ୍ତନଯୁଗଳ ହରିଣୀର ଯାଆଁଳା ଛୁଆ ତୁଲ୍ୟ।

Read ପରମ ଗୀତ 7ପରମ ଗୀତ 7
Compare ପରମ ଗୀତ 7:2-3ପରମ ଗୀତ 7:2-3