Text copied!
CopyCompare
ଓଡିଆ ବାଇବେଲ - ପରମ ଗୀତ - ପରମ ଗୀତ 7

ପରମ ଗୀତ 7:3-4

Help us?
Click on verse(s) to share them!
3ତୁମ୍ଭର ସ୍ତନଯୁଗଳ ହରିଣୀର ଯାଆଁଳା ଛୁଆ ତୁଲ୍ୟ।
4ତୁମ୍ଭର ଗଳଦେଶ ଗଜଦନ୍ତମୟ ଦୁର୍ଗ ସଦୃଶ; ତୁମ୍ଭ ନେତ୍ରଯୁଗଳ ବେଥ୍‍-ରବ୍ବୀମ ନଗରଦ୍ୱାର ନିକଟସ୍ଥ ହିଷ୍‍ବୋନ ସରୋବର ସଦୃଶ; ତୁମ୍ଭ ନାସିକା ଦମ୍ମେଶକ ସମ୍ମୁଖସ୍ଥ ଲିବାନୋନର ଦୁର୍ଗ ତୁଲ୍ୟ।

Read ପରମ ଗୀତ 7ପରମ ଗୀତ 7
Compare ପରମ ଗୀତ 7:3-4ପରମ ଗୀତ 7:3-4