Text copied!
CopyCompare
ଓଡିଆ ବାଇବେଲ - ପରମ ଗୀତ - ପରମ ଗୀତ 7

ପରମ ଗୀତ 7:3-6

Help us?
Click on verse(s) to share them!
3ତୁମ୍ଭର ସ୍ତନଯୁଗଳ ହରିଣୀର ଯାଆଁଳା ଛୁଆ ତୁଲ୍ୟ।
4ତୁମ୍ଭର ଗଳଦେଶ ଗଜଦନ୍ତମୟ ଦୁର୍ଗ ସଦୃଶ; ତୁମ୍ଭ ନେତ୍ରଯୁଗଳ ବେଥ୍‍-ରବ୍ବୀମ ନଗରଦ୍ୱାର ନିକଟସ୍ଥ ହିଷ୍‍ବୋନ ସରୋବର ସଦୃଶ; ତୁମ୍ଭ ନାସିକା ଦମ୍ମେଶକ ସମ୍ମୁଖସ୍ଥ ଲିବାନୋନର ଦୁର୍ଗ ତୁଲ୍ୟ।
5ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ୟ, ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ୟ; ତହିଁର ବେଣୀ-ପାଶରେ ରାଜା ବନ୍ଦୀ ରୂପେ ଧୃତ ଅଟନ୍ତି।
6ହେ ପ୍ରିୟେ, ତୁଷ୍ଟି ଜନ୍ମାଇବା ନିମନ୍ତେ ତୁମ୍ଭେ କିପରି ସୁନ୍ଦରୀ ଓ ମନୋହାରିଣୀ !

Read ପରମ ଗୀତ 7ପରମ ଗୀତ 7
Compare ପରମ ଗୀତ 7:3-6ପରମ ଗୀତ 7:3-6