Text copied!
CopyCompare
ଓଡିଆ ବାଇବେଲ - ପରମ ଗୀତ - ପରମ ଗୀତ 7

ପରମ ଗୀତ 7:6-7

Help us?
Click on verse(s) to share them!
6ହେ ପ୍ରିୟେ, ତୁଷ୍ଟି ଜନ୍ମାଇବା ନିମନ୍ତେ ତୁମ୍ଭେ କିପରି ସୁନ୍ଦରୀ ଓ ମନୋହାରିଣୀ !
7ତୁମ୍ଭ ଶରୀରର ଦୀର୍ଘତା ଖର୍ଜ୍ଜୁର ବୃକ୍ଷ ତୁଲ୍ୟ ଓ ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ।

Read ପରମ ଗୀତ 7ପରମ ଗୀତ 7
Compare ପରମ ଗୀତ 7:6-7ପରମ ଗୀତ 7:6-7