Text copied!
CopyCompare
ଓଡିଆ ବାଇବେଲ - ପରମ ଗୀତ - ପରମ ଗୀତ 8

ପରମ ଗୀତ 8:12-13

Help us?
Click on verse(s) to share them!
12ମୋହର ଦ୍ରାକ୍ଷାକ୍ଷେତ୍ର ମୋ’ ସମ୍ମୁଖରେ ଅଛି; ହେ ଶଲୋମନ, ସେହି ସହସ୍ର ମୁଦ୍ରା ତୁମ୍ଭେ ପାଇବ ଓ ତହିଁର ଫଳରକ୍ଷକମାନେ ଦୁଇ ଶତ ମୁଦ୍ରା ପାଇବେ।
13ହେ ଉପବନବାସିନୀ, ମିତ୍ରଗଣ ତୁମ୍ଭର ରବ ଶୁଣନ୍ତି; ତାହା ମୋତେ ଶ୍ରବଣ କରାଅ।

Read ପରମ ଗୀତ 8ପରମ ଗୀତ 8
Compare ପରମ ଗୀତ 8:12-13ପରମ ଗୀତ 8:12-13