Text copied!
CopyCompare
ଓଡିଆ ବାଇବେଲ - ପରମ ଗୀତ - ପରମ ଗୀତ 8

ପରମ ଗୀତ 8:7-8

Help us?
Click on verse(s) to share them!
7ଅପାର ଜଳରାଶି ପ୍ରେମକୁ ନିର୍ବାଣ କରି ନ ପାରେ, କିଅବା ବଢ଼ି ତାହା ବୁଡ଼ାଇ ନ ପାରେ; ଯଦି କେହି ପ୍ରେମ ନିମନ୍ତେ ଆପଣା ଗୃହର ସର୍ବସ୍ୱ ଦେବ, ତେବେ ସେ ଲୋକ ନିତାନ୍ତ ତୁଚ୍ଛୀକୃତ ହେବ।
8ଆମ୍ଭମାନଙ୍କର ଗୋଟିଏ ସାନ ଭଗିନୀ ଅଛି, ତାହାର ସ୍ତନ ହୋଇ ନାହିଁ; ଲୋକେ ଆମ୍ଭମାନଙ୍କ ଭଗିନୀକି ମାଗିବା ଦିନରେ ଆମ୍ଭେମାନେ ତାହା ପାଇଁ କଅଣ କରିବା ?

Read ପରମ ଗୀତ 8ପରମ ଗୀତ 8
Compare ପରମ ଗୀତ 8:7-8ପରମ ଗୀତ 8:7-8