Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 19

ପ୍ରଥମ ରାଜାବଳୀ 19:3-6

Help us?
Click on verse(s) to share them!
3ତହୁଁ ଏଲୀୟ ଏହା ଦେଖି ଆପଣା ପ୍ରାଣ ସକାଶେ ଉଠିଯାଇ ଯିହୁଦାର ବେର୍‍ଶେବା ନଗରରେ ଉପସ୍ଥିତ ହେଲେ ଓ ସେଠାରେ ଆପଣା ଦାସକୁ ଛାଡ଼ିଲେ।
4ମାତ୍ର ସେ ଆପେ ପ୍ରାନ୍ତର ଭିତରକୁ ଦିନକର ପଥ ଯାଇ ଏକ ରେତମବୃକ୍ଷ ମୂଳରେ ଉପସ୍ଥିତ ହୋଇ ବସିଲେ ଓ ଆପଣା ମୃତ୍ୟୁୁ-ପ୍ରାର୍ଥନା କରି କହିଲେ, “ଯଥେଷ୍ଟ ହେଲାଣି; ଏବେ ହେ ସଦାପ୍ରଭୁ, ମୋର ପ୍ରାଣ ନିଅ; କାରଣ ମୁଁ ଆପଣା ପୂର୍ବପୁରୁଷମାନଙ୍କଠାରୁ ଭଲ ନୁହେଁ।”
5ତହୁଁ ସେ ରେତମବୃକ୍ଷ ମୂଳେ ଶୟନ କରି ନିଦ୍ରା ଗଲେ; ଏଥିରେ ଦେଖ, ଏକ ଦୂତ ତାଙ୍କୁ ସ୍ପର୍ଶ କରି କହିଲେ, “ଉଠ, ଭୋଜନ କର।”
6ତହିଁରେ ସେ ଅନାନ୍ତେ, ଦେଖ, ତାଙ୍କ ମସ୍ତକ ପାଖରେ ଅଙ୍ଗାରରେ ପକ୍ୱ ଏକ ପିଠା ଓ ଏକ ପାତ୍ର ଜଳ ଅଛି। ଏଣୁ ସେ ଭୋଜନ ପାନ କରି ପୁନର୍ବାର ଶୟନ କଲେ।

Read ପ୍ରଥମ ରାଜାବଳୀ 19ପ୍ରଥମ ରାଜାବଳୀ 19
Compare ପ୍ରଥମ ରାଜାବଳୀ 19:3-6ପ୍ରଥମ ରାଜାବଳୀ 19:3-6