Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 21

ପ୍ରଥମ ରାଜାବଳୀ 21:1-3

Help us?
Click on verse(s) to share them!
1ଏଉତ୍ତାରେ ଏହିପରି ଘଟିଲା; ଯିଷ୍ରିୟେଲରେ ଶମରୀୟାର ରାଜା ଆହାବଙ୍କର ଅଟ୍ଟାଳିକା ସନ୍ନିକଟରେ ଯିଷ୍ରିୟେଲୀୟ ନାବୋତର ଖଣ୍ଡେ ଦ୍ରାକ୍ଷାକ୍ଷେତ୍ର ଥିଲା।
2ଏଣୁ ଆହାବ ନାବୋତକୁ କହିଲେ, “ମୋତେ ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଦିଅ, ମୁଁ ତାହା ଶାକକ୍ଷେତ୍ର କରିବି, କାରଣ ତାହା ମୋ’ ଗୃହ ନିକଟରେ ଅଛି; ଆଉ ମୁଁ ତହିଁ ବଦଳେ ତୁମ୍ଭକୁ ତହିଁରୁ ଉତ୍ତମ ଏକ ଦ୍ରାକ୍ଷାକ୍ଷେତ୍ର ଦେବି; ଯଦି ତୁମ୍ଭକୁ ଭଲ ଦେଖାଯାଏ, ମୁଁ ରୂପା-ମୁଦ୍ରାରେ ତହିଁର ମୂଲ୍ୟ ତୁମ୍ଭକୁ ଦେବି।”
3ଏଥିରେ ନାବୋତ ଆହାବଙ୍କୁ କହିଲା, “ମୁଁ ଯେ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି, ଏହା ସଦାପ୍ରଭୁ ନ କରନ୍ତୁ।”

Read ପ୍ରଥମ ରାଜାବଳୀ 21ପ୍ରଥମ ରାଜାବଳୀ 21
Compare ପ୍ରଥମ ରାଜାବଳୀ 21:1-3ପ୍ରଥମ ରାଜାବଳୀ 21:1-3