Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 21

ପ୍ରଥମ ରାଜାବଳୀ 21:21-22

Help us?
Click on verse(s) to share them!
21ଦେଖ, ମୁଁ ତୁମ୍ଭ ପ୍ରତି ଅମଙ୍ଗଳ ଘଟାଇବି ଓ ତୁମ୍ଭକୁ ନିଃଶେଷ ରୂପେ ବିନାଶ କରିବି, ପୁଣି, ଇସ୍ରାଏଲ ମଧ୍ୟରେ ବଦ୍ଧ ବା ମୁକ୍ତ ପ୍ରତ୍ୟେକ ପୁଂସନ୍ତାନକୁ ଆହାବଠାରୁ ଉଚ୍ଛିନ୍ନ କରିବି।
22ପୁଣି, ତୁମ୍ଭେ ଯେଉଁ ବିରକ୍ତିଜନକ କର୍ମ ଦ୍ୱାରା ମୋତେ ବିରକ୍ତ କରିଅଛ ଓ ଇସ୍ରାଏଲକୁ ପାପ କରାଇଅଛ, ତହିଁ ନିମନ୍ତେ ମୁଁ ତୁମ୍ଭ ବଂଶକୁ ନବାଟର ପୁତ୍ର ଯାରବୀୟାମର ବଂଶ ତୁଲ୍ୟ ଓ ଅହୀୟର ପୁତ୍ର ବାଶାର ବଂଶ ତୁଲ୍ୟ କରିବି।

Read ପ୍ରଥମ ରାଜାବଳୀ 21ପ୍ରଥମ ରାଜାବଳୀ 21
Compare ପ୍ରଥମ ରାଜାବଳୀ 21:21-22ପ୍ରଥମ ରାଜାବଳୀ 21:21-22