Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 21

ପ୍ରଥମ ରାଜାବଳୀ 21:9-10

Help us?
Click on verse(s) to share them!
9ପୁଣି, ସେହି ପତ୍ରରେ ସେ ଏହା ଲେଖିଥିଲା, ଯଥା, ଉପବାସର ଘୋଷଣା କର ଓ ଲୋକମାନଙ୍କ ମଧ୍ୟରେ ନାବୋତକୁ ଉଚ୍ଚ ସ୍ଥାନରେ ବସାଅ;
10ଆଉ ତାହା ସମ୍ମୁଖରେ ଦୁଇଗୋଟି ଦୁଷ୍ଟ ମନୁଷ୍ୟକୁ ବସାଅ ଓ ସେମାନେ ତାହା ବିରୁଦ୍ଧରେ ସାକ୍ଷ୍ୟ ଦେଇ କହନ୍ତୁ, ତୁମ୍ଭେ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛ। ତହିଁ ଉତ୍ତାରେ ତାହାକୁ ବାହାରକୁ ନେଇ ପ୍ରସ୍ତରାଘାତ କରି ବଧ କର।

Read ପ୍ରଥମ ରାଜାବଳୀ 21ପ୍ରଥମ ରାଜାବଳୀ 21
Compare ପ୍ରଥମ ରାଜାବଳୀ 21:9-10ପ୍ରଥମ ରାଜାବଳୀ 21:9-10