Text copied!
Bibles in Odia

ପ୍ରଥମ ରାଜାବଳୀ 21:9-10 in Odia

Help us?

ପ୍ରଥମ ରାଜାବଳୀ 21:9-10 in ଓଡିଆ ବାଇବେଲ

9 ପୁଣି, ସେହି ପତ୍ରରେ ସେ ଏହା ଲେଖିଥିଲା, ଯଥା, ଉପବାସର ଘୋଷଣା କର ଓ ଲୋକମାନଙ୍କ ମଧ୍ୟରେ ନାବୋତକୁ ଉଚ୍ଚ ସ୍ଥାନରେ ବସାଅ;
10 ଆଉ ତାହା ସମ୍ମୁଖରେ ଦୁଇଗୋଟି ଦୁଷ୍ଟ ମନୁଷ୍ୟକୁ ବସାଅ ଓ ସେମାନେ ତାହା ବିରୁଦ୍ଧରେ ସାକ୍ଷ୍ୟ ଦେଇ କହନ୍ତୁ, ତୁମ୍ଭେ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛ। ତହିଁ ଉତ୍ତାରେ ତାହାକୁ ବାହାରକୁ ନେଇ ପ୍ରସ୍ତରାଘାତ କରି ବଧ କର।
ପ୍ରଥମ ରାଜାବଳୀ 21 in ଓଡିଆ ବାଇବେଲ