Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 22

ପ୍ରଥମ ରାଜାବଳୀ 22:34

Help us?
Click on verse(s) to share them!
34ଏପରି ସମୟରେ ଜଣେ ସନ୍ଧାନ ବିନା ଧନୁର୍ଗୁଣ ଟାଣି ଇସ୍ରାଏଲ ରାଜାଙ୍କ ସାଞ୍ଜୁଆର ଯୋଡ଼ ମଧ୍ୟରେ ଆଘାତ କଲା; ତେଣୁ ସେ ଆପଣା ସାରଥିକି କହିଲେ, “ତୁମ୍ଭେ ଆପଣା ହାତ ଫେରାଇ ସୈନ୍ୟ ମଧ୍ୟରୁ ମୋତେ ନେଇଯାଅ; କାରଣ ମୁଁ ଅତିଶୟ ଆଘାତ ପାଇଲି।”

Read ପ୍ରଥମ ରାଜାବଳୀ 22ପ୍ରଥମ ରାଜାବଳୀ 22
Compare ପ୍ରଥମ ରାଜାବଳୀ 22:34ପ୍ରଥମ ରାଜାବଳୀ 22:34