Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 22

ପ୍ରଥମ ରାଜାବଳୀ 22:43-47

Help us?
Click on verse(s) to share them!
43ଯିହୋଶାଫଟ୍‍ ଆପଣା ପିତା ଆସାଙ୍କର ସମସ୍ତ ପଥରେ ଚାଲିଲେ; ସେ ତହିଁରୁ ବିମୁଖ ନୋହି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କଲେ; ତଥାପି ଉଚ୍ଚସ୍ଥଳୀମାନ ଉଚ୍ଛିନ୍ନ ନୋହିଲା; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
44ପୁଣି, ଯିହୋଶାଫଟ୍‍ ଇସ୍ରାଏଲର ରାଜାଙ୍କ ସଙ୍ଗେ ସନ୍ଧି ସ୍ଥାପନ କଲେ।
45ଏହି ଯିହୋଶାଫଟ୍‍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ପ୍ରକାଶିତ ପରାକ୍ରମ ଓ ସେ କିପ୍ରକାର ଯୁଦ୍ଧ କଲେ, ତାହାସବୁ କ’ଣ ଯିହୁଦାର ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ ?
46ତାଙ୍କର ପିତା ଆସାଙ୍କର ସମୟରେ ଯେଉଁ ସଦୋମୀମାନେ ଅବଶିଷ୍ଟ ରହିଥିଲେ, ସେମାନଙ୍କୁ ସେ ଦେଶରୁ ଦୂର କରି ଦେଲେ।
47ସେହି ସମୟରେ ଇଦୋମରେ କେହି ରାଜା ନ ଥିଲା; ଜଣେ ପ୍ରତିନିଧି ରାଜ୍ୟ କଲା।

Read ପ୍ରଥମ ରାଜାବଳୀ 22ପ୍ରଥମ ରାଜାବଳୀ 22
Compare ପ୍ରଥମ ରାଜାବଳୀ 22:43-47ପ୍ରଥମ ରାଜାବଳୀ 22:43-47