Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 3

ପ୍ରଥମ ରାଜାବଳୀ 3:12-14

Help us?
Click on verse(s) to share them!
12ଏହେତୁ ଦେଖ, ଆମ୍ଭେ ତୁମ୍ଭ ବାକ୍ୟାନୁସାରେ କଲୁ; ଦେଖ, ଆମ୍ଭେ ତୁମ୍ଭକୁ ଏପରି ଜ୍ଞାନ ଓ ବୁଦ୍ଧିବିଶିଷ୍ଟ ମନ ଦେଲୁ ଯେ, ତୁମ୍ଭ ପୂର୍ବେ ତୁମ୍ଭ ସମାନ କେହି ହୋଇ ନାହିଁ, କିଅବା ତୁମ୍ଭ ଉତ୍ତାରେ ତୁମ୍ଭ ସମାନ କେହି ଉତ୍ପନ୍ନ ହେବ ନାହିଁ।
13ଆହୁରି ତୁମ୍ଭେ ଯେଉଁ ଐଶ୍ୱର୍ଯ୍ୟ ଓ ପ୍ରତାପ ମାଗି ନାହଁ, ସେହି ଦୁଇ ମଧ୍ୟ ଆମ୍ଭେ ତୁମ୍ଭକୁ ଏପରି ଦେଲୁ ଯେ, ତୁମ୍ଭର ଯାବଜ୍ଜୀବନ ରାଜାମାନଙ୍କ ମଧ୍ୟରେ କେହି ତୁମ୍ଭ ସମାନ ହେବ ନାହିଁ।
14ପୁଣି, ତୁମ୍ଭ ପିତା ଦାଉଦ ଯେପରି ଗମନ କଲା, ସେପରି ତୁମ୍ଭେ ଯଦି ଆମ୍ଭର ବିଧି ଓ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଗମନ କରିବ, ତେବେ ଆମ୍ଭେ ତୁମ୍ଭର ଆୟୁଷ ବୃଦ୍ଧି କରିବା।”

Read ପ୍ରଥମ ରାଜାବଳୀ 3ପ୍ରଥମ ରାଜାବଳୀ 3
Compare ପ୍ରଥମ ରାଜାବଳୀ 3:12-14ପ୍ରଥମ ରାଜାବଳୀ 3:12-14