Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 4

ପ୍ରଥମ ରାଜାବଳୀ 4:1-5

Help us?
Click on verse(s) to share them!
1ଏହିରୂପେ ଶଲୋମନ ରାଜା ସମଗ୍ର ଇସ୍ରାଏଲ ଉପରେ ରାଜା ହେଲେ।
2ଏମାନେ ତାଙ୍କର ଅଧିପତି ଥିଲେ, ଯଥା, ସାଦୋକର ପୁତ୍ର ଅସରୀୟ ଯାଜକ ଥିଲେ।
3ଶୀଶାର ପୁତ୍ର ଇଲୀହୋରଫ ଓ ଅହୀୟ ସମ୍ପାଦକ; ଅହୀଲୂଦର ପୁତ୍ର ଯିହୋଶାଫଟ୍‍ ଇତିହାସ ଲେଖକ
4ଓ ଯିହୋୟାଦାର ପୁତ୍ର ବନାୟ ସେନାପତି ଥିଲା; ପୁଣି, ସାଦୋକ ଓ ଅବୀୟାଥର ଯାଜକ ଥିଲେ;
5ନାଥନର ପୁତ୍ର ଅସରୀୟ ଦେଶାଧ୍ୟକ୍ଷମାନଙ୍କର ପ୍ରଧାନ ଥିଲା ଓ ନାଥନର ପୁତ୍ର ସାବୁଦ୍‍ ଯାଜକ ଓ ରାଜାଙ୍କ ମିତ୍ର ଥିଲା।

Read ପ୍ରଥମ ରାଜାବଳୀ 4ପ୍ରଥମ ରାଜାବଳୀ 4
Compare ପ୍ରଥମ ରାଜାବଳୀ 4:1-5ପ୍ରଥମ ରାଜାବଳୀ 4:1-5