Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 4

ପ୍ରଥମ ରାଜାବଳୀ 4:12-13

Help us?
Click on verse(s) to share them!
12ତାନକ୍‍, ମଗିଦ୍ଦୋ, ବେଥ୍-ଶାନ୍‍ ଠାରୁ ଆବେଲ୍‍-ମହୋଲା ଓ ଯକମୀୟାମ୍‍ ପାରି ପର୍ଯ୍ୟନ୍ତ ସର୍ତ୍ତନ ନିକଟବର୍ତ୍ତୀ ଯିଷ୍ରିୟେଲ ତଳେ ଥିବା ସମଗ୍ର ବେଥ୍-ଶାନ୍‍ରେ ଅହୀଲୂଦର ପୁତ୍ର ବାନା।
13ରାମୋତ୍‍-ଗିଲୀୟଦରେ ବିନ୍‍-ଗେବର; ମନଃଶିର ପୁତ୍ର ଯାୟୀରର ଗିଲୀୟଦସ୍ଥିତ ସମସ୍ତ ଗ୍ରାମ ତାହାର ଅଧୀନ ଥିଲା, ଅର୍ଥାତ୍‍ ବାଶନସ୍ଥ ଅର୍ଗୋବ-ଅଞ୍ଚଳରେ ଥିବା ପ୍ରାଚୀରବେଷ୍ଟିତ ଓ ପିତ୍ତଳ ଅର୍ଗଳବିଶିଷ୍ଟ ଷାଠିଏ ବୃହତ ନଗର ତାହାର ଅଧୀନ ଥିଲା;

Read ପ୍ରଥମ ରାଜାବଳୀ 4ପ୍ରଥମ ରାଜାବଳୀ 4
Compare ପ୍ରଥମ ରାଜାବଳୀ 4:12-13ପ୍ରଥମ ରାଜାବଳୀ 4:12-13