Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 4

ପ୍ରଥମ ରାଜାବଳୀ 4:16-19

Help us?
Click on verse(s) to share them!
16ଆଶେର ଓ ବାଲୋତ୍‍ରେ ହୂଶୟର ପୁତ୍ର ବାନା।
17ଇଷାଖରରେ ପାରୁହର ପୁତ୍ର ଯିହୋଶାଫଟ୍‍;
18ବିନ୍ୟାମୀନ୍‍ରେ ଏଲାର ପୁତ୍ର ଶିମୀୟି;
19ଇମୋରୀୟମାନଙ୍କ ରାଜା ସୀହୋନର ଓ ବାଶନର ରାଜା ଓଗ୍‍ର ଗିଲୀୟଦ ଦେଶରେ ଊରିର ପୁତ୍ର ଗେବର; ସେ ଦେଶରେ ସେ ଏକମାତ୍ର ଦେଶାଧ୍ୟକ୍ଷ ଥିଲା।

Read ପ୍ରଥମ ରାଜାବଳୀ 4ପ୍ରଥମ ରାଜାବଳୀ 4
Compare ପ୍ରଥମ ରାଜାବଳୀ 4:16-19ପ୍ରଥମ ରାଜାବଳୀ 4:16-19