Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 5

ପ୍ରଥମ ରାଜାବଳୀ 5:10-13

Help us?
Click on verse(s) to share them!
10ଏହିରୂପେ ହୂରମ୍‍ ଶଲୋମନଙ୍କର ସମସ୍ତ ବାଞ୍ଛାନୁସାରେ ତାଙ୍କୁ ଏରସ ଓ ଦେବଦାରୁ କାଷ୍ଠ ଦେଲା।
11ପୁଣି, ଶଲୋମନ ହୂରମ୍‍ ଗୃହର ଖାଦ୍ୟ ନିମନ୍ତେ ତାହାକୁ କୋଡ଼ିଏ ହଜାର ମହଣ ଗହମ ଓ କୋଡ଼ିଏ ହଜାର ମହଣ ପେଷା ତେଲ ଦେଲେ; ଏହିରୂପେ ବର୍ଷକୁ ବର୍ଷ ଶଲୋମନ ହୂରମ୍‍କୁ ଦେଲେ।
12ପୁଣି, ସଦାପ୍ରଭୁ ଆପଣା ପ୍ରତିଜ୍ଞାନୁସାରେ ଶଲୋମନଙ୍କୁ ଜ୍ଞାନ ଦେଲେ; ଆଉ ହୂରମ୍‍ ଓ ଶଲୋମନଙ୍କ ମଧ୍ୟରେ ସନ୍ଧି ଥିଲା ଓ ସେ ଦୁହେଁ ପରସ୍ପର ନିୟମ କଲେ।
13ଏଥିଉତ୍ତାରେ ଶଲୋମନ ରାଜା ସମୁଦାୟ ଇସ୍ରାଏଲ ମଧ୍ୟରୁ ବେଠିକର୍ମ ନିମନ୍ତେ ଲୋକ ସଂଗ୍ରହ କଲେ; ତହିଁରେ ତିରିଶ ହଜାର ଲୋକ ସଂଗୃହୀତ ହେଲେ।

Read ପ୍ରଥମ ରାଜାବଳୀ 5ପ୍ରଥମ ରାଜାବଳୀ 5
Compare ପ୍ରଥମ ରାଜାବଳୀ 5:10-13ପ୍ରଥମ ରାଜାବଳୀ 5:10-13