Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 6

ପ୍ରଥମ ରାଜାବଳୀ 6:15-16

Help us?
Click on verse(s) to share them!
15ସେ ଗୃହର ଭିତର କାନ୍ଥସବୁରେ ଏରସ କାଷ୍ଠର ପଟା ଦେଲେ; ଗୃହର ଚଟାଣରୁ କାନ୍ଥର ଛାତ ପର୍ଯ୍ୟନ୍ତ ଭିତରଯାକ ସେ ସେହି କାଷ୍ଠରେ ଆଚ୍ଛାଦନ କଲେ; ପୁଣି, ଦେବଦାରୁ ପଟାରେ ଗୃହର ଚଟାଣ ଆଚ୍ଛାଦନ କଲେ।
16ପୁଣି, ସେ ଗୃହର ପଶ୍ଚାତ୍‍ଭାଗ କୋଡ଼ିଏ ହାତ କରି ଚଟାଣରୁ କାନ୍ଥ ପର୍ଯ୍ୟନ୍ତ ଏରସ କାଷ୍ଠର ପଟା ଦେଲେ; ସେ ଭିତରେ ମହା ପବିତ୍ର ସ୍ଥାନ , ଅର୍ଥାତ୍‍, ମହାପବିତ୍ର-ସ୍ଥାନ ନିମନ୍ତେ ତାହା ପ୍ରସ୍ତୁତ କଲେ।

Read ପ୍ରଥମ ରାଜାବଳୀ 6ପ୍ରଥମ ରାଜାବଳୀ 6
Compare ପ୍ରଥମ ରାଜାବଳୀ 6:15-16ପ୍ରଥମ ରାଜାବଳୀ 6:15-16