Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 6

ପ୍ରଥମ ରାଜାବଳୀ 6:33-37

Help us?
Click on verse(s) to share them!
33ତଦ୍ରୂପ ମନ୍ଦିରର ପ୍ରବେଶ-ଦ୍ୱାର ନିମନ୍ତେ କାନ୍ଥର ଚତୁର୍ଥାଂଶରେ ଜୀତ କାଷ୍ଠର ଚୌକାଠ କଲେ;
34ଆଉ, ଦେବଦାରୁ କାଷ୍ଠରେ ଦୁଇ କବାଟ କଲେ; ଏକ କବାଟର ଦୁଇ ପଟ ଦୋହରା ଥିଲା, ଅନ୍ୟ କବାଟର ଦୁଇ ପଟ ଦୋହରା ଥିଲା।
35ପୁଣି, ସେ ତହିଁ ଉପରେ କିରୂବ ଓ ଖର୍ଜ୍ଜୁରବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନ ଖୋଳି ସେହି ଖୋଦିତ କର୍ମର ଆକୃତି ଅନୁସାରେ ସୁବର୍ଣ୍ଣ ମଡ଼ାଇଲେ।
36ପୁଣି, ସେ ତିନି ଧାଡ଼ି ଖୋଦିତ ପ୍ରସ୍ତରରେ ଓ ଏକ ଧାଡ଼ି ଏରସ କାଷ୍ଠର କଡ଼ିରେ ଭିତର ପ୍ରାଙ୍ଗଣ ନିର୍ମାଣ କଲେ।
37ଚତୁର୍ଥ ବର୍ଷର ସିବ୍‍ ମାସରେ ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ସ୍ଥାପିତ ହେଲା।

Read ପ୍ରଥମ ରାଜାବଳୀ 6ପ୍ରଥମ ରାଜାବଳୀ 6
Compare ପ୍ରଥମ ରାଜାବଳୀ 6:33-37ପ୍ରଥମ ରାଜାବଳୀ 6:33-37