Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 7

ପ୍ରଥମ ରାଜାବଳୀ 7:41-44

Help us?
Click on verse(s) to share them!
41ଦୁଇ ସ୍ତମ୍ଭ ଓ ସେହି ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଓ ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ଦୁଇ ଜାଲିକର୍ମ;
42ଆଉ, ସେହି ଦୁଇ ଜାଲିକର୍ମ ନିମନ୍ତେ ଚାରି ଶହ ଡାଳିମ୍ବ; ଅର୍ଥାତ୍‍, ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ପ୍ରତ୍ୟେକ ଜାଲିକର୍ମ ପାଇଁ ଦୁଇ ଦୁଇ ଧାଡ଼ି ଡାଳିମ୍ବ;
43ଆଉ, ଦଶ ବଇଠିକି ଓ ସେହିସବୁ ବଇଠିକି ଉପରେ ଦଶ ପ୍ରକ୍ଷାଳନ-ପାତ୍ର,
44ଏକ ସମୁଦ୍ରରୂପ ପାତ୍ର, ସେହି ସମୁଦ୍ର ପାତ୍ର ତଳେ ବାର ଗୋରୁ,

Read ପ୍ରଥମ ରାଜାବଳୀ 7ପ୍ରଥମ ରାଜାବଳୀ 7
Compare ପ୍ରଥମ ରାଜାବଳୀ 7:41-44ପ୍ରଥମ ରାଜାବଳୀ 7:41-44