Text copied!
Bibles in Odia

ପ୍ରଥମ ରାଜାବଳୀ 7:41-44 in Odia

Help us?

ପ୍ରଥମ ରାଜାବଳୀ 7:41-44 in ଓଡିଆ ବାଇବେଲ

41 ଦୁଇ ସ୍ତମ୍ଭ ଓ ସେହି ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଓ ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ଦୁଇ ଜାଲିକର୍ମ;
42 ଆଉ, ସେହି ଦୁଇ ଜାଲିକର୍ମ ନିମନ୍ତେ ଚାରି ଶହ ଡାଳିମ୍ବ; ଅର୍ଥାତ୍‍, ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ପ୍ରତ୍ୟେକ ଜାଲିକର୍ମ ପାଇଁ ଦୁଇ ଦୁଇ ଧାଡ଼ି ଡାଳିମ୍ବ;
43 ଆଉ, ଦଶ ବଇଠିକି ଓ ସେହିସବୁ ବଇଠିକି ଉପରେ ଦଶ ପ୍ରକ୍ଷାଳନ-ପାତ୍ର,
44 ଏକ ସମୁଦ୍ରରୂପ ପାତ୍ର, ସେହି ସମୁଦ୍ର ପାତ୍ର ତଳେ ବାର ଗୋରୁ,
ପ୍ରଥମ ରାଜାବଳୀ 7 in ଓଡିଆ ବାଇବେଲ