Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 7

ପ୍ରଥମ ରାଜାବଳୀ 7:47-50

Help us?
Click on verse(s) to share them!
47ଆଉ, ଅତ୍ୟନ୍ତ ବାହୁଲ୍ୟ ହେତୁ ଶଲୋମନ ସେହିସବୁ ପାତ୍ର ତୌଲ କଲେ ନାହିଁ; ପିତ୍ତଳର ଓଜନ ଜଣାଗଲା ନାହିଁ।
48ଆହୁରି ଶଲୋମନ ସଦାପ୍ରଭୁଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ ନିର୍ମାଣ କରାଇଲେ; ଅର୍ଥାତ୍‍, ସ୍ୱର୍ଣ୍ଣ ବେଦି ଓ ଦର୍ଶନୀୟ ରୁଟି ସ୍ଥାପନାର୍ଥେ ସ୍ୱର୍ଣ୍ଣର ମେଜ;
49ପୁଣି, ମହା ପବିତ୍ର ସ୍ଥାନ ସମ୍ମୁଖର ଦକ୍ଷିଣରେ ପାଞ୍ଚ, ବାମରେ ପାଞ୍ଚ ନିର୍ମଳ ସୁବର୍ଣ୍ଣର ଦୀପବୃକ୍ଷ, ସୁବର୍ଣ୍ଣର ପୁଷ୍ପ, ପ୍ରଦୀପ, ଚିମୁଟା,
50ନିର୍ମଳ ସୁବର୍ଣ୍ଣର ପାତ୍ର, କତୁରୀ, କୁଣ୍ଡ, ଚାମର ଓ ଅଙ୍ଗାରଧାନୀ; ପୁଣି, ଅନ୍ତରାଗାରର, ଅର୍ଥାତ୍‍, ମହାପବିତ୍ର ସ୍ଥାନର କବାଟ ପାଇଁ ଓ ଗୃହର, ଅର୍ଥାତ୍‍, ମନ୍ଦିରର କବାଟ ପାଇଁ ସୁବର୍ଣ୍ଣର କବ୍‌ଜା କଲେ।

Read ପ୍ରଥମ ରାଜାବଳୀ 7ପ୍ରଥମ ରାଜାବଳୀ 7
Compare ପ୍ରଥମ ରାଜାବଳୀ 7:47-50ପ୍ରଥମ ରାଜାବଳୀ 7:47-50