Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 8

ପ୍ରଥମ ରାଜାବଳୀ 8:50-51

Help us?
Click on verse(s) to share them!
50ପୁଣି, ତୁମ୍ଭ ବିରୁଦ୍ଧରେ ପାପକାରୀ ଆପଣା ଲୋକମାନଙ୍କୁ ଓ ତୁମ୍ଭ ବିରୁଦ୍ଧରେ କୃତ ସେମାନଙ୍କର ସମସ୍ତ ଅଧର୍ମ କ୍ଷମା କର; ପୁଣି, ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନେ ଯେପରି ଦୟା କରିବେ, ଏଥିପାଇଁ ସେମାନଙ୍କ ଦୃଷ୍ଟିରେ ସେମାନଙ୍କୁ ଦୟାପାତ୍ର କର।
51କାରଣ, ସେମାନେ ତୁମ୍ଭର ଲୋକ ଓ ତୁମ୍ଭର ଅଧିକାର, ତୁମ୍ଭେ ସେମାନଙ୍କୁ ମିସରରୁ, ଲୌହ-ଅଗ୍ନିକୁଣ୍ଡ ମଧ୍ୟରୁ ଆଣିଅଛ;

Read ପ୍ରଥମ ରାଜାବଳୀ 8ପ୍ରଥମ ରାଜାବଳୀ 8
Compare ପ୍ରଥମ ରାଜାବଳୀ 8:50-51ପ୍ରଥମ ରାଜାବଳୀ 8:50-51